ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି (ସେପ୍ଟେମ୍ବର ୧୭) ହେଉଛି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ମୋଦୀ ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

image source-daily hunt

ମୁଖ୍ୟମନ୍ତ୍ରୀ ନିଜର ଟୁଇଟରରେ ଲେଖିଛନ୍ତି, ‘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଶୁଭେଚ୍ଛା। ଆପଣ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ |’



from ରାଜ୍ୟ – Sambad https://ift.tt/3c8o3HN

Post a Comment

0 Comments