କଟକ ଜଗତପୁର ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ବାଣ ଜବତ, ୩ ଅଟକ

କଟକ: କଟକ ଜଗତପୁର ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ବାଣ ଜବତ ହୋଇଛି। ବାଣ ଜବତ କରିବା ସହ ୩ଜଣଙ୍କୁ ଅଟକ ରଖିଛି ପୁଲିସ।  ଜଗତପୁର ଅଞ୍ଚଳର ପଦ୍ମପୁର, ମହାଜନପୁର ଓ ତ୍ରିଲୋଚନପୁରରେ କମିସନରେଟ ପୁଲିସର ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ଏସିପି, ଜଗତପୁର ଆଇଆଇସିଙ୍କ ସମେତ ବହୁତ ଅଧିକାରୀ ଉପସ୍ଥିତ ଥିବା ଜଣାଯାଇଛି।

The post କଟକ ଜଗତପୁର ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ବାଣ ଜବତ, ୩ ଅଟକ first appeared on Sambad.



from ରାଜ୍ୟ – Sambad https://ift.tt/35czYT3

Post a Comment

0 Comments