
ନୂଆଦିଲ୍ଲୀ: ଭୁବନେଶ୍ୱରର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ ଇଣ୍ଡିଆ ପୋଷ୍ଟ ଏବଂ ଫେମ୍ ଇଣ୍ଡିଆ ପକ୍ଷରୁ କରାଯାଇଥିବା ସର୍ବଭାରତୀୟ ସ୍ତରର ମିଳିତ ସର୍ଭେରେ ସର୍ବଶ୍ରେଷ୍ଠ ସାଂସଦ ଭାବେ ବିବେଚିତ ହୋଇଛନ୍ତି l ୨୦୨୦ ବର୍ଷ ଲାଗି ଏହି ଦୁଇ ସଂସ୍ଥା ଦ୍ବାରା ଅପରାଜିତା ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି।
ଆଜି ଏ ବିଷୟରେ ଦୁଇ ଅନୁଷ୍ଠାନ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ରାଜ୍ୟବ୍ୟାପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି l
The post ଦେଶର ସର୍ବଶ୍ରେଷ୍ଠ ସାଂସଦ ହେଲେ ଅପରାଜିତା ଷଡ଼ଙ୍ଗୀ first appeared on Sambad.
from ରାଜ୍ୟ – Sambad https://ift.tt/3b4D1zZ
0 Comments