
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖରିଆର ରୋଡର ଆମସେନା ଗୁରୁକୁଳ ଆଶ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ଗୁରୁକୁଳ ଆଶ୍ରମର ବ୍ରହ୍ମଚାରୀଙ୍କ ମୃତ୍ୟୁ ହୋଇଛି।
ମୃତ ବ୍ରହ୍ମଚାରୀଙ୍କ ନାମ ସଂଗରକର କ୍ରାସାମ ଓ ତାଙ୍କ ଘର ଆସାମ କାରବୀ ଆଳମରେ ବୋଲି ଜଣାଯାଇଛି।
The post ନୂଆପଡ଼ା: ବିଦ୍ୟୁତ୍ ଆଘାତରେ ଗୁରୁକୁଳ ଆଶ୍ରମର ବ୍ରହ୍ମଚାରୀଙ୍କ ମୃତ୍ୟୁ first appeared on Sambad.
from ରାଜ୍ୟ – Sambad https://ift.tt/3oCcIVY
0 Comments